ଆଜି ୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ ଫାଇନାଲ । ସୁପର ସଣ୍ଡେରେ ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ । ସେମିରେ ଏକ ତରଫା ଭାବେ ପାକିସ୍ତାନକୁ ୧୦ ଓ୍ଵିକେଟରେ ହରାଇ ଫାଇନାଲକୁ ଟିକେଟ କାଟିଛି ଭାରତୀୟ ଜୁନିୟିର ଟିମ । ଜବରଦସ୍ତ ଫମରେ ଅଛି ଜୁନିୟର ମେନ ଇନ ବ୍ଲ । ଉଭୟ ବ୍ୟାଟିଂ ଓ ବୋଲିଂରେ ଦଳ କମାଲ ଦେଖାଇ ସାରିଛି । ସପ୍ତମ ଥର ବିଶ୍ୱକମ୍ ଫାଇନାଲ୍ରେ ପହଞ୍ଚିଛି ଟିମ୍ ଇଣ୍ଡିଆ । ୨୦୧୮ ବିଶ୍ୱକପ୍ର ଡିଫେଣ୍ଡିଂ ଚାମ୍ପିଅନ୍ ଚଳିତ ଟୁର୍ଣ୍ଣାମେଣ୍ଟରେ ଅପରାଜେୟ ରହିଛି । ଜବରଦସ୍ତ ପ୍ରଦର୍ଶନ ସହ ଫାଇନାଲକୁ ଟିକେଟ କାଟିଛି । ଭାରତ ୪ ଥର ୧୯ବର୍ଷରୁ କମ୍ ବିଶ୍ୱକପ୍ରେ ଚାମ୍ପିଅନ୍ ହୋଇଛି । ଏବେ ୫ ଥର ଚାମ୍ପିଅନ ହେବା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ । ସେପଟେ ଟୁର୍ଣ୍ଣାମେଣ୍ଟରେ ଭଲ ଫର୍ମରେ ଅଛି ବାଂଲା ବାହିନୀ । ତେଣୁ ମ୍ୟାଚ ସଂଘର୍ଷପୂର୍ଣ୍ଣ ହେବ ।
ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…
କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…
ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…
କେନ୍ଦ୍ରାପଡ଼ା (କେନ୍ୟୁଜ୍): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…
ପୁରୀ(କେନ୍ୟୁଜ୍): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…