କ୍ରୀଡା

ଏସିଆ କପ ସୁପର-୪ ର ଅନ୍ତିମ ମ୍ୟାଚ ଜିତି ସମ୍ମାନ ରଖିଲା ଭାରତ, ଆଫଗାନିସ୍ଥାନକୁ ୧୦୧ ରନ୍‌ରେ ହରାଇଲା

କେନ୍ୟୁଜ୍(ବ୍ୟୁରୋ):ଏସିଆ କପ ସୁପର-୪ ର ଅନ୍ତିମ ମ୍ୟାଚ ଜିତି ସମ୍ମାନ ରଖିଲା ଭାରତ । ବିରାଟଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଭୁବନେଶ୍ୱରଙ୍କ ଦମଦାର ବୋଲିଂ ଯୋଗୁ ଆଫଗାନିସ୍ଥାନକୁ ୧୦୧ ରନ୍‌ରେ ହରାଇଲା ଭାରତ । ଭାରତ ଦେଇଥିବା ୨୧୩ ରନର ଟାର୍ଗେଟକୁ ପିଛା କରୁଥିବାର ଆଫଗାନ ମାତ୍ର ୮ ଓ୍ଵିକେଟ ହରାଇ ୧୧୧ ରନ କରିପାରିଥିଲା । ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଆଫଗାନିସ୍ଥାନ । ପ୍ରଥମେ ବ୍ୟାଟିଂ କରୁଥିବା ଭାରତୀୟ ଦଳ ୨ ଓ୍ଵିକେଟ ହରାଇ ୨୧୨ ରନ୍‌ କରିଥିଲା । ଏହାର ଜବାବରେ ଆଫଗାନିସ୍ଥାନ ବିସ୍ଫୋରକ ଶତକୀୟ ଇନିଂସ ଖେଳିିଥିଲେ ବିରାଟ ।

୬୧ ବଲରେ ୧୨୨ ରନ କରି ଅପରାଜିତ ରହିଥିଲେ କୋହଲି । ସେହିପରି ଦୀର୍ଘ ୧୦୨୦ ଦିନ ପରେ ବିରାଟ କୌଣସ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି । ଟି-୨୦ରେ ଏହା ବିରାଟଙ୍କ ପ୍ରଥମ ଶତକ । ସେ ଶେଷଥର ପାଇଁ ୨୦୧୯ ମସିହା ନଭେମ୍ବର ୨୩ରେ ବାଂଲାଦେଶ ବିପକ୍ଷ ଦିବାରାତ୍ର ଟେଷ୍ଟରେ ଶତକ ହାସଲ କରିଥିଲେ । ବିରାଟ ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବ୍ୟାଟର ରିକି ପଣ୍ଟିଂଙ୍କ ସମକକ୍ଷ ହୋଇଛନ୍ତି । ବିରାଟଙ୍କ ଭଳି ପଣ୍ଟିଂ ମଧ୍ୟ ୭୧ଟି ଶତକ ହାସଲ କରିଛନ୍ତି । ସଚିନ ୬୬୪ ମ୍ଯାଚ୍‌ ଖେଳି ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ ଥର ୧୦୦ରୁ ଅଧିକ ରନ କରିଛନ୍ତି । ଦ୍ୱିତୀୟ ସ୍ଥାନରେ ପଣ୍ଟିଂ ୫୬୦ ମ୍ଯାଚରେ ୭୧ଟି ଓ ବିରାଟ ୪୬୮ ମ୍ଯାଚରେ ସମାନ ୭୧ ଶତକ ହାସଲ କରିଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago