କ୍ରୀଡା

ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦ରେ ଟିମ୍‌ ଇଣ୍ଡିଆର ବ୍ୟାଟିଂ

କଲମ୍ବୋ : ପ୍ରେମଦାସା ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ । ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବୋଲିଂ କରୁଛି । ଭାରତ ପକ୍ଷରୁ ଅଧିନାୟକ ଶିଖର ଧବନ ଏବଂ ଋତୁରାଜ ଗାଏକ୍ୱାଡ଼ ପାଳି ଆାରମ୍ଭ କରିଛନ୍ତି । ଭାରତୀୟ ଦଳ ୭ ଓଭର ସୁଦ୍ଧା ଗୋଟିଏ ଓ୍ଵିକେଟ୍‌ ହରାଇ ୪୯ ରନ୍‌ ସଂଗ୍ରହ କରିଛି । ଋତୁରାଜ ୧୮ ବଲ୍‌ରେ ୨୧ ରନ୍‌ କରି ଆଉଟ୍‌ ହୋଇଛନ୍ତି ।

ଏହି ମ୍ୟାଚ୍‌ରେ ଭାରତ ପକ୍ଷରୁ ୪ ଜଣ ଖେଳାଳି ନିଜର ପ୍ରଥମ ମ୍ୟାଚ୍‌ ଖେଳିବାର ସୁଯୋଗ ପାଇଛନ୍ତି । ସେମାନେ ହେଲେ ଓପ୍‌ନର ଋତୁରାଜ ଗାଏକ୍ୱାଡ଼, ଦେବଦତ୍ତ ପଡ଼ିକଲ, ଚେତନ ସାକାରିଆ ଓ ନୀତିଶ ରାଣା ।

ଗତକାଲି ଏହି ମ୍ୟାଚ୍‌ ଖେଳାଯିବାର ଥିଲା । ତେବେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହେବା ଯୋଗୁଁ ମ୍ୟାଚ୍‌୍‌କୁ ଆଜି ପାଇଁ ସ୍ଥଗିତ ରଖା ଯାଇଥିଲା । ଅନ୍ୟ ଖେଳାଳିମାନଙ୍କର ଯାଞ୍ଚ ପରେ ମ୍ୟାଚ୍‌ କରିବାକୁ ସ୍ଥିର ହୋଇଥିଲା ।

KNews Bureau

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

10 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

16 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

29 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago