Categories: କ୍ରୀଡା

ଶେଷ ଟେଷ୍ଟର ଅନ୍ତିମ ଦିନରେ ଭାରତ, ଜିତିଲେ ରଚିବ ଇତିହାସ

ନୂଆଦିଲ୍ଲୀ (କେନ୍ଯୁଜ୍) : ଶେଷ ଟେଷ୍ଟର ଅନ୍ତିମ ଦିନରେ ଜିତିପାରିଲେ ଇତିହାସ ରଚିବ ଭାରତ। ବିଜୟ ଲାଭ କରି ନପାରିଲେ ମଧ୍ୟ ବର୍ଡର-ଗାଭାସ୍କର ଟ୍ରଫି ହାତେଇବ ଭାରତ। ଶେଷ ଥର ଭାରତ ମାଟିରେ ଏହି ଟ୍ରଫି ହାସଲ କରିଥିଲା ଟିମ୍‌ ଇଣ୍ଡିଆ। ତେବେ ଏହା ସହ ଅନେକ ରେକର୍ଡର ଅଧିକାରୀ ହେବ। ୧୯୭୭-୭୮ ପରେ ଦ୍ୱିତୀୟ ଥର ପାଇଁ ଅଷ୍ଟ୍ରେଲିଆରେ କୌଣସି ଟେଷ୍ଟ ସିରିଜରେ ୨ଟି ବିଜୟ ଲାଭ କରିବାର ରେକର୍ଡ କରିବ।

ଏହା ବିଦେଶ ମାଟିରେ ଗୋଟିଏ ବର୍ଷରେ ସର୍ବାଧିକ ମ୍ୟାଚ ଜିତିବାର ରେକର୍ଡ ସହ ସମାନ ସ୍ଥିତିରେ ରହିବ। ପୂର୍ବରୁ ୨୦୦୪ ଓ ୨୦୧୦ରେ ସର୍ବାଧିକ ୪ଟି ଟେଷ୍ଟ ଜିତିଛି ଭାରତ। ଭାରତୀୟ ଅଧିନାୟକ ଭାବେ ବିରାଟ କୋହଲି ବିଦେଶରେ ୧୧ଟି ଟେଷ୍ଟ ମ୍ୟାଚ ଜିତି ସୌରଭ ଗାଙ୍ଗୁଲିଙ୍କ ସହ ରେକର୍ଡ ବରାବର କରିବେ। ସେହିପରି ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ଭାରତ ତାର ତୃତୀୟ ଟେଷ୍ଟ ମ୍ୟାଚ ଜିତିବ।

KNews Bureau

Recent Posts

କମିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜିର ଦାମ

ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ…

13 mins ago

ଫ୍ଲାଏଓଭର ଉପରୁ ଖସିଲା ତୀର୍ଥ ଯାତ୍ରୀ ବୋଲେରୋ, ୨ ମୃତ

ସମ୍ବଲପୁର : ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ। ନିର୍ମାଣାଧୀନ ଫ୍ଲାଏଓଭର ଉପରୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି । ଘଟଣାସ୍ଥଳରେ ୨…

32 mins ago

ରାତିରେ ଟୁଇନ ସିଟିରେ ଢାଳିଲା ବର୍ଷା, ତାଣ୍ଡବ କଲା କାଳବୈଶାଖୀ

ଭୁବନେଶ୍ୱର  : ଦିନରେ ଅଗ୍ନି ବର୍ଷା, ରାତିରେ ଜଳ ବର୍ଷା। ରାତିରେ ଟୁଇନ ସିଟିରେ ଢାଳିଲା ବର୍ଷା। ତାଣ୍ଡବ କଲା…

42 mins ago

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

11 hours ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

11 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

12 hours ago