Categories: କ୍ରୀଡା

ମେଲବୋର୍ଣ୍ଣ ଟେଷ୍ଟରେ ଡ୍ରାଇଭର ସିଟ୍‌ରେ ଭାରତ , ୩୯୯ ରନ୍‌ର ବିଜୟ ଲକ୍ଷ୍ୟ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ

ମେଲବୋର୍ଣ୍ଣ(କେନ୍ୟୁଜ୍)  : ଅଷ୍ଟ୍ରେଲିଆକୁ ୩୯୯ ରନ୍‌ର ବିଜୟ ଲକ୍ଷ ଦେଇଛି ଟିମ୍‌ ଇଣ୍ଡିଆ । ୮ ଓ୍ଵିକେଟ୍‌ରେ ୧୦୬ ରନ୍‌ କରିବା ପରେ ଦଳ ପାଳି ଘୋଷଣା କରିଥିଲା । ପ୍ରଥମ ଇନିଂସରେ ଭାରତ ୪୪୩ ରନ୍‌ କରିଥିଲା । ସେହିପରି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୫୧ ରନ୍‌ କରି ଅଲ୍‌ଆଉଟ୍‌ ହୋଇଛି । କେବଳ ମୟଙ୍କ ଅଗ୍ରଓ୍ଵାଲ ୪୨ ରନ୍‌ କରିଥିବା ବେଳେ ଅନ୍ୟ କୌଣସି ଖେଳାଳି ଭଲ ପ୍ରଦର୍ଶନ କରିପାରିନଥିଲେ । ସେହିପରି ପ୍ରଥମ ପାଳିରେ ୬ ଓ୍ଵିକେଟ୍‌ ନେଇଥିଲେ ବୁମ୍‌ରା । ମେଲବର୍ଣ୍ଣ ଟେଷ୍ଟରେ ଭାରତର ପଲ୍ଲା ଭାରି ଥିବା ବେଳେ ପରାଜୟ ଏଡାଇବାକୁ ଚେଷ୍ଟା କରୁଛି ଅଷ୍ଟ୍ରେଲିଆ । ଦଳର ଓପନିଂ ଯୋଡ଼ି ପ୍ୟାଫିଲିୟନ୍‌ ଫେରି ସାରିଛନ୍ତି ।

 

 

KNews Bureau

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

8 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

17 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

26 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

42 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

57 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago