Categories: କ୍ରୀଡା

ଚାଲିଛି ଭାରତ-ନ୍ୟୁଜିଲାଣ୍ଡ ଓ୍ଵାନଡେ ସିରିଜର ଦ୍ୱିତୀୟ ମ୍ୟାଚ୍, ଟସ୍ ଜିତି ପ୍ରଥମେ ବୋଲିଂ କରୁଛି ଟିମ୍ ଇଣ୍ଡିଆ

ଅକଲାଣ୍ଡ: ଭାରତ-ନ୍ୟୁଜିଲାଣ୍ଡ ଓ୍ଵାନଡେ ସିରିଜର ଦ୍ୱିତୀୟ ମ୍ୟାଚ । ଅକଲାଣ୍ଡରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଟିମ । ଟସ୍ ଜିତି ପ୍ରଥମେ ବୋଲିଂ କରୁଛି ଟିମ୍ ଇଣ୍ଡିଆ । ଭାରତୀୟ ଟିମ୍‌ରେ ଦୁଇଟି ପରିବର୍ତ୍ତନ କରାଯାଇଛି । ମହମ୍ମଦ ସାମିଙ୍କ ସ୍ଥାନରେ ନବଦୀପ ସୌନୀ ଓ କୁଲଦୀପ ଯାଦବଙ୍କ ସ୍ଥାନରେ ଚହଲଙ୍କୁ ସାମିଲ କରାଯାଇଛି । ସିିରିଜରେ ୧-୦ରେ ପଛୁଆ ଅଛି ଭାରତୀୟ ଟିମ୍ । ଭାରତ ପାଇଁ ଏହି ମ୍ୟାଚ କର ବା ମର ସ୍ଥିତି । ମ୍ୟାଚ ହାରିଲେ ଦଳ ଆଗୁଆ ସିରିଜ ହାତ ଛଡା କରିବ ।

ପୂର୍ବ ତ୍ରୁଟିକୁ ସୁଧାରି ଦିନିକିଆ ସିରିଜକୁ ଜିତିବାକୁ ପ୍ରାଣପ୍ରଣେ ଚେଷ୍ଟା କରିବ ଟିମ ଇଣ୍ଡିଆ । ହାମିଲଟନରେ ଦମଦାର ବିଜୟ ପରେ ପୂରା ଯୋଶରେ ଅଛି କ୍ୱିଓ୍ଵି ଟିମ । ମ୍ୟାଚ ଜିତି ସରିଜ ହାତେଇବାକୁ ଉଦ୍ୟମ କରିବ ଘରୋଇ ଦଳ । ସେପଟେ ଓ୍ଵାନଡେରେ ଉଭୟ ଦଳ ୧୦୮ଟି ଦିନିକିଆ ଖେଳିଛନ୍ତି । ଭାରତ ୫୫ ମ୍ୟାଚରେ ଜିତିଥିବା ବେଳେ ୪୭ରେ ପରାସ୍ତ ହୋଇଛି ।

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

2 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

2 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

20 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

20 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

24 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

47 mins ago