Categories: କ୍ରୀଡା

ବର୍ଷା କରାଇ ଦେଲା ନାହିଁ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍‌

ଧର୍ମଶାଳା : ଘରେ ପଶିବା ଆଗରୁ ଚାଳ ବାଜିଲା ଭଳି ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଆରମ୍ଭ ହେବାକୁ ଥିବା କ୍ରିକେଟ୍‌ ସିରିଜ୍‌ରେ ବର୍ଷା ବାଧକ ସାଜିଛି । ଏଠାରେ ଆଜି ସିରିଜ୍‌ର ପ୍ରଥମ ଟି-୨୦ ମ୍ୟାଚ୍‌ ଖେଳାଯିବାର ଥିଲା । ତେବେ ପ୍ରବଳ ବର୍ଷା ଯୋଗୁଁ ଟସ୍‌ ବି ପଡ଼ି ପାରିନଥିଲା । ଅପେକ୍ଷା କରି କରି ଶେଷକୁ ଅମ୍ପାୟାର ମ୍ୟାଚ୍‌କୁ ବାତିଲ କରି ଦେଇଛନ୍ତି ।

ରାତି ୭ଟା ବେଳେ ଖେଳ ଆରମ୍ଭ ହେବାର ଥିଲା । ତେବେ ବର୍ଷା ଛାଡ଼ିଲା ନାହିଁ ଏବଂ ପଡ଼ିଆ ମଧ୍ୟ ଖୁବ୍‌ ଓଦା ଥିଲା । ତେଣୁ ଖେଳ ସମ୍ଭବ ହେଲା ନାହିଁ । ଏବେ ଦୁଇ ଦଳ ୧୮ ତାରିଖ ଦିନ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ପଞ୍ଜାବର ମୋହାଲିରେ ଖେଳିବେ ।

KNews Bureau

Recent Posts

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

6 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

7 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

25 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

50 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

54 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

57 mins ago