ଭାରତ-ୱେଷ୍ଟଇଣ୍ଡିଜ୍ ପ୍ରଥମ ଦିନିକିଆ ଆଜି । ଇଂଲଣ୍ଡ ବିପକ୍ଷ ସଫଳତା ଦୋହରାଇବା ଲକ୍ଷ୍ୟରେ ରହିଛି ଟିମ ଇଣ୍ଡିଆ । ଭାରତୀୟ ଟିମର ମଙ୍ଗ ଧରିଛନ୍ତି ଶିଖର ଧାଓ୍ଵନ । ରବୀନ୍ଦ୍ର ଜାଡେଜା ଉପଅଧିନାୟକ । ଧାଓ୍ଵନଙ୍କ ଲାଗି ନୂଆ ଚ୍ୟାଲେଞ୍ଜ । ରୋହିତ ଶର୍ମା, ହାର୍ଦ୍ଦିକ ପାଣ୍ଡ୍ୟା ଓ ଓ୍ଵିକେଟ କିପର ଋଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଛି ।
ଟିମରେ ଅଛନ୍ତି ସଞ୍ଜୁ ସାମସନ, ଶୁବମନ ଗିଲ ଓ ଋତୁରାଜ ଗାଏକଓ୍ଵାଡ ଟିମରେ ଯୋଗ ଦେଇଛନ୍ତି । ଏମାନେ ଇଂଲଣ୍ଡ ସିରିଜରେ ଟିମରେ ନଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ଦୀପକ ହୁଡା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟର, ଇଶାନ କିଷାନ, ଶାର୍ଦ୍ଦୁଲ ଠାକୁର, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଆଭେସ ଖାନ୍, ପ୍ରସିଦ୍ଧ କ୍ରିଷ୍ଣା, ମହମ୍ମଦ ସିରାଜ ଓ ଅର୍ଶଦୀପ ସିଂ । ସେହିଭଳି େଓ୍ଵଷ୍ଟଇଣ୍ଡିଜ ଦଳର ନେତୃତ୍ୱ ନେଉଛନ୍ତି ନିକୋଲସ ପୂରନ୍ ।
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…
ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…
ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…
ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…