କ୍ରୀଡା

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି୨୦, ପ୍ରଥମ ମ୍ୟାଚର ପ୍ରତିଶୋଧ ନେବାକୁ ପଡିଆକୁ ଓହ୍ଲାଇବ ହାର୍ଦ୍ଦିକଙ୍କ ଟିମ୍‌

ଭାରତ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୫ଟି ମ୍ୟାଚ ବିଶିଷ୍ଟ ଟି-୨୦ ମ୍ୟାଚର ଦ୍ୱିତୀୟ ମ୍ୟାଚ୍‌ ଆଜି । ଗୁୟାନର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ । ପ୍ରଥମ ଟି-୨୦ ମ୍ୟାଚରେ ମାତ୍ର ୪ ରନରେ ହାରିଥିଲା ଟିମ ଇଣ୍ଡିଆ । ଆଜିର ମ୍ୟାଚରେ ଏହାର ପ୍ରତିଶୋଧ ନେବାକୁ ପଡିଆକୁ ଓହ୍ଲାଇବ ହାର୍ଦ୍ଦିକଙ୍କ ଟିମ୍‌ ।

ଟି-୨୦ ଇଣ୍ଟରନ୍ୟାସନାଲ ମ୍ୟାଚରେ ଭାରତ-ୱେଷ୍ଟଇଣ୍ଡିଜ୍ ଏପର୍ଯ୍ୟନ୍ତ ୨୬ ଥର ମ୍ୟାଚ ଖେଳିସାରିଲେଣି । ଏହି ମଧ୍ୟରୁ ଟିମ୍‌ ୧୭ଟି ମ୍ୟାଚ୍‌ ଜିତିଛି । ୱେଷ୍ଟଇଣ୍ଡିଜ୍ ୮ଟି ମ୍ୟାଚ ଜିତିଛି । ଏହାଛଡା ଗୋଟିଏ ମ୍ୟାଚର ରେଜଲ୍ଟ ଆସିନାହିଁ ।

ଟିମ ଇଣ୍ଡିଆ: ଶୁବମନ ଗିଲ, ଈଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ସଞ୍ଜୁ ସାମସନ, ଅକ୍ଷର ପଟେଲ, କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ, ଅର୍ଶଦୀପ ସିଂହ, ମୁକେଶ କୁମାର।

ଟିମ ୱେଷ୍ଟଇଣ୍ଡିଜ୍ : କାଇଲ ମେୟର୍ସ, ବ୍ରାଣ୍ଡନ କିଙ୍ଗ, ଜନସନ ଚାର୍ଲସ, ନିକୋଲାସ ପୂରନ, ସିମ୍ରନ ହେଟମାୟର, ରୋଭମାନ ପାୱେଲ (ଅଧିନାୟକ), ଜାସନ ହୋଲଡର, ରୋମାରିଓ ସେଫର୍ଡ, ଅକିଲ ହୋସେନ, ଅଲ୍ଜାରି ଯୋସେଫ, ଓବେଦ ମ୍ୟାକୟ।

Swagatika

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

21 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

29 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

46 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago