Below header

ବାରବାଟୀରେ ମହାଲଢେଇ, ଆଜି ଭାରତ-ୱେଷ୍ଚଇଣ୍ଡିଜ୍‌ ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ଶେଷ ନିର୍ଣ୍ଣାୟକ ମ୍ୟାଚ୍‌

ଆଜି କଟକ ବାରବାଟୀରେ ଖେଳାଯିବ ଭାରତ-ୱେଷ୍ଚଇଣ୍ଡିଜ୍‌ ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ଶେଷ ନିର୍ଣ୍ଣାୟକ ମ୍ୟାଚ୍‌ । ୧-୧ରେ ମ୍ୟାଚ୍‌ ବରାବର ଥିବା ବେଳେ ଆଜିର ମ୍ୟାଚ୍‌ ଉଭୟ ଟିମ୍‌ ପାଇଁ ବେସ୍‌ ଗୁରୁତ୍ୱପୂର୍ଣ୍ଣ । ଆଜିର ମ୍ୟାଚ୍‌ ଜିତି ଶୃଙ୍ଖଳା ବିଜୟ ଲକ୍ଷ୍ୟରେ ରହିବ ଟିମ୍‌ ଇଣ୍ଡିଆ । ଏଥିପାଇଁ କ୍ରିକେଟ୍‌ ପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.