Categories: କ୍ରୀଡା

ଆଜି ଭାରତ ୱେଷ୍ଟଇଣ୍ଡିଜ୍‌ ଶେଷ ଦିନିକିଆ, ଦୁଇ ଦଳ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ

ଥିରୁବନ୍ତପୁରମ୍‌(କେନ୍ଯୁଜ୍) : ଆଜି ଭାରତ ୱେଷ୍ଟଇଣ୍ଡିଜ୍‌ ଶେଷ ଦିନିକିଆ । ଥିରୁବନ୍ତପୁରମ୍‌ରେ ଖେଳାଯିବ ଶେଷ ମ୍ୟାଚ୍‌ । ୨-୧ରେ ସିରିଜ୍‌ ଆଗୁଆ ରହିଛି ଟିମ୍‌ ଇଣ୍ଡିଆ । ତେଣୁ ଆଜିର ମ୍ୟାଚ୍‌ ଜିତି ସିରିଜ୍‌ କବ୍‌ଜା କରିବାକୁ ଉଦ୍ୟମ କରିବ ବିରାଟ ବାହିନୀ । ଆଜିର ମ୍ୟାଚ୍‌ ଜିତିଲେ ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଲଗାତର ଅଷ୍ଟମ ସିରଜ୍‌ ବିଜୟୀ ହେବ ଭାରତ ।

୨୦୦୬ ପରଠାରୁ ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଭାରତ କ୍ରମାଗତ ୭ଟି ସିରିଜ୍‌ ଜିତିଛି । ସେପଟେ ୱେଷ୍ଟଇଣ୍ଡିଜ୍‌ ଆଜିର ମ୍ୟାଚ୍‌ ଜିତି ସିରିଜ୍‌ ୨-୨ରେ ବରାବର କରିବାକୁ ଉଦ୍ୟମ କରିବ । ପ୍ରଥମ ମ୍ୟାଚ୍‌ ୱେଷ୍ଟଇଣ୍ଡିଜ୍‌ ହାରିଥିବା ବେଳେ ଦ୍ୱିତୀୟ ମ୍ୟାଚ୍‌ ଟାଇ ରହିଥିଲା । ତୃତୀୟ ମ୍ୟାଚ୍‌ରେ ଇଣ୍ଡିଜ୍‌ ଭାରତକୁ ପରାସ୍ତ କରିଥିବା ବେଳେ ଚତୁର୍ଥ ମ୍ୟାଚ୍‌ ଜିତିଥିଲା ଭାରତ । ତେଣୁ ଆଜିର ମ୍ୟାଚ୍‌ ଦୁଇ ଦଳ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ।

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

1 second ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

2 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

10 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

35 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

44 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago