Categories: କ୍ରୀଡା

ଆଜି ପୁନେରେ ଭାରତ-ୱେଷ୍ଟଇଣ୍ଡିଜ୍‌ ତୃତୀୟ ଦିନିକିଆ

ଆଜି ଭାରତ-େଓ୍ଵଷ୍ଟଇଣ୍ଡିଜ୍ ତୃତୀୟ ଦିନିକିଆ । ପୁନେରେ ମୁହାଁମୁହିଁ ହେବେ ଦୁଇ ଦଳ । ଦିନ ସାଢେ ଗୋଟଏରେ ମ୍ୟାଚ ଖେଳାଯିବ । ୫ ଟିକିଆ ଦିନିକିଆ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି ଭାରତ । ପ୍ରଥମ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ୮ ଓ୍ଵିକେଟ୍‌ରେ ପରାସ୍ତ କରିଥିଲା ଟିମ୍ ଇଣ୍ଡିଆ । ସେହିପରି ଦ୍ୱିତୀୟ ଦିନିକିଆ ରୋମାଞ୍ଚକ ସ୍ଥିତିରେ ଡ୍ର ରହିଥିଲା । ଆଜି ୨-୦ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ମେନ୍ ଇନ୍ ବ୍ଲୁ । ସେହିପରି ବିଜୟରୁ ଅଳ୍ପକେ ବଞ୍ଚିତ ହୋଇଥିବା ଭ୍ରମଣକାରୀ ଦଳ ମ୍ୟାଚ ଜିତି ସ୍ଥିତି ବରାବର କରିବାକୁ ଚାହିଁବ । ବିଶ୍ରାମ ପରେ ଟିମକୁ ଫେରିଥିବା ଭୁବନେଶ୍ୱର କୁମାର ଓ ଯଶମିତ ବୁମରା ଆଜିର ମ୍ୟାଚରେ ଖେଳିବାର ସମ୍ଭାବନା ରହିଛି । ସେହିପରି ୱେଷ୍ଟଇଣ୍ଡିଜ୍‌ ଟିମରେ କିଛି ପରିବର୍ତ୍ତନର ଆଶା ରହିଛି । ଗତ ଦୁଇଟି ମ୍ୟାଚରେ ଦଳ ୩୦୦ରୁ ଅଧିକ ରନ କରିଥିବାରୁ ଟିମର ମନବଳ ଦୃଢ ରହିଛି ।

 

KNews Bureau

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

58 mins ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

2 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

3 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

3 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

4 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

4 hours ago