Below header

ଆଜି ଭାରତ-ୱେଷ୍ଟଇଣ୍ଡିଜ୍‌ ପ୍ରଥମ T-20 ମ୍ୟାଚ୍

ଆଜି ଭାରତ-ୱେଷ୍ଟଇଣ୍ଡିଜ୍‌ ପ୍ରଥମ T-20 । ରାଜୀବ ଗାନ୍ଧି ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ ତିନି ମ୍ୟାଚ୍‌ ବିଶିଷ୍ଟ ଟି-ଟେ୍ଵଣ୍ଟି ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ । ଆସନ୍ତାବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି-ଟେ୍ଵଣ୍ଟି ବିଶ୍ୱକପ୍‌ ପୂର୍ବରୁ ଏହି ଶୃଙ୍ଖଳା ଉଭୟ ଟିମ୍‌ ପାଇଁ ବେସ୍‌ ଗୁରୁତ୍ୱ ବହନ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.