କ୍ରୀଡା

ଭାରତୀୟ ବୋଲରଙ୍କ କମାଲ, ୨୩୫ ରନରେ ନ୍ୟୁଜିଲାଣ୍ଡ ଅଲଆଉଟ୍‌

ଖ୍ରୀଷ୍ଟଚର୍ଚ୍ଚ : ଏଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତୀୟ ବୋଲରମାନେ କମାଲ ଦେଖାଇଛନ୍ତି। ମାତ୍ର ୨୩୫ ରନରେ ନ୍ୟୁଜିଲାଣ୍ଡକୁ ଅଲଆଉଟ୍‌ କରି ପ୍ରଥମ ପାଳିରେ ଭାରତୀୟ ଦଳ ଅଗ୍ରଣୀ ରହିଛି। ଭାରତ ପ୍ରଥମ ଇନିଂସରେ ୨୪୨ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୨୩୫ ରନରେ ଅଲଆଉଟ୍‌ ହୋଇଛି।

ଭାରତ ପକ୍ଷରୁ ସାମି ସର୍ବାଧିକ ଚାରିଟି, ବୁମରା ୩ ଏବଂ ଜାଡେଜା ୨ଟି ଓ୍ଵିକେଟ୍‌ ନେଇଛନ୍ତି। ନ୍ୟଜିଲାଣ୍ଡ ତରଫରୁ ଲଥାମ୍‌ ୫୨, ବ୍ଲଣ୍ଡେଲ ୩୦, ଜେମିସନ୍‌ ୪୯ ରନ୍‌ କରିଛନ୍ତି।

Pritiparna

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

13 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

28 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

43 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

53 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago