ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କଲେ ଦୂତୀ, ମହିଳା ୧୦୦ ଓ ୨୦୦ ମିଟର ଦୌଡ଼ରେ ଭାଗନେବା ପାଇଁ ମନୋନୀତ

କେନ୍ଯୁଜ୍: ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କଲେ ଦୂତୀ । ମହିଳା ୧୦୦ ଓ ୨୦୦ ମିଟର ଦୌଡ଼ରେ ଭାଗନେବା ପାଇଁ ମନୋନୀତ । ବିଶ୍ୱ ର‍୍ୟାଙ୍କିଂ ଆଧାରରେ ଯୋଗ୍ୟତା ଅର୍ଜନ କଲେ ଦୂତୀ ଚାନ୍ଦ ।

ଦୂତୀଙ୍କୁ ଶୁଭେଚ୍ଛା ଜଣାଇଲେ ସାଂସଦ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ । ଜୁଲାଇ ୨୩ରୁ ଟୋକିଓରେ ଆରମ୍ଭ ହେବ ଅଲିମ୍ପିକ୍‌ସ। ଟୋକିଓ ଅଲିମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ ପରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.