କ୍ରୀଡା

ଏସିଆ କପ୍ ର ସୁପର ଫୋର୍ ମ୍ୟାଚ୍ ରେ ଭାରତର ଦମଦାର ବିଜୟ

କେନ୍ୟୁଜ୍(ବ୍ୟୁରୋ):  ଏସିଆ କପ୍ ର ସୁପର ଫୋର୍ ମ୍ୟାଚ୍ ରେ ଭାରତର ଦମଦାର ବିଜୟ। ୨୨୮ ରନ୍ ରେ ପାକିସ୍ତାନକୁ ପରାସ୍ତ କରିଛି ଭାରତ। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିବା ପାକିସ୍ତାନ ୩୨ ଓଭରରେ ସମସ୍ତ ୱିକେଟ ହରାଇ ମାତ୍ର ୧୨୮ ରନ୍ କରିବାକୁ ସମର୍ଥ ହୋଇଛି । ପାକିସ୍ତାନ ୧୧ ଓଭର ଖେଳିବା ପରେ ବର୍ଷା ପାଇଁ ମ୍ୟାଚ ଅଧାରୁ ଅଟକିଥିଲା । ୩୫୭ ରନର ବିଶାଳ ଟାର୍ଗେଟ ପିଛା କରି ପାକିସ୍ତାନ ପ୍ରାରମ୍ଭିକ ବିପର୍ଯ୍ୟୟ ସାମ୍ନା କରିଥିଲା । ଏହାପରେ ନିୟମିତ ବ୍ୟବଧାନରେ ଦଳ ୱିକେଟ ହରାଇଥିଲା। କୁଲଦୀପ ଯାଦବ ସର୍ବାଧିକ ୫ ୱିକେଟ ହାସଲ କରି ପାକିସ୍ତାନର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ ।

ଆଜି ରିଜର୍ଭ ଡେ’ରେ ଆରମ୍ଭରୁ ଧୂଆଁଧାର ବ୍ୟାଟିଂ କରିଥିଲେ ରାହୁଲ ଓ ବିରାଟ । ପାକିସ୍ତାନୀ ବୋଲରଙ୍କୁ ଧୁଲେଇ କରିଥିଲେ। ପ୍ରାୟ ଅଢେଇ ବର୍ଷ ପରେ କେ ଏଲ ରାହୁଲଙ୍କ ବ୍ୟାଟରୁ ଶତକୀୟ ପାଳି ଦେଖିବାକୁ ମିଳିଥିଲା। ୮୪ ବଲ୍ ଖେଳି ଶତକ ହାସଲ ପରେ ବାରିଟ୧୩,୦୦୦ ରନ୍ କ୍ଲବରେ ସାମିଲ ହୋଇଛନ୍ତି ।

Sasmita

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

6 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

9 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

9 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

9 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

12 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

12 hours ago