Below header

ଏସୀୟ କ୍ରୀଡାରେ ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ, ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ୩ ଜଣ ମିଳିତ ଭାବେ ଜିତିଲେ

୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛି ଭାରତ। ରୁଦ୍ରାକ୍ଷ, ଐଶର୍ଯ୍ୟ ଓ ଦିବ୍ୟାଂଶ ମିଳିତ ଭାବେ ଏହି ପଦକ ହାସଲ କରିଛନ୍ତି। ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛି ଭାରତ।

କେନ୍ୟୁଜ୍(ବ୍ୟୁରୋ ): ଏସିଆନ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ । ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛି ଭାରତ। ରୁଦ୍ରାକ୍ଷ, ଐଶର୍ଯ୍ୟ ଓ ଦିବ୍ୟାଂଶ ମିଳିତ ଭାବେ ଏହି ପଦକ ହାସଲ କରିଛନ୍ତି। ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛି ଭାରତ। ରୋଇଂରେ ଭାରତକୁ ମିଳିଛି ବ୍ରୋଞ୍ଜ ପଦକ। ଏସିଆନ ଗେମ୍ସରେ ବର୍ତ୍ତମାନ ସୁଦ୍ଧା ଭାରତକୁ ମିଳିଛି ୭ଟି ପଦକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.