Below header

ଏସୀୟ ଭାରୋତ୍ତୋଳନରେ ବ୍ରୋଞ୍ଜ ପଦକ ଜିତିଲେ ଓଡ଼ିଆ ଝିଅ ଝିଲି ଦଳବେହେରା

ଭୁବନେଶ୍ୱର : ଦକ୍ଷିଣ କୋରିଆରେ ଅନୁଷ୍ଠିତ ଏସୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଝିଲି ଦଳବେହେରା । ସେ ବାଳିକା ଜୁନିୟର ୪୫ କିଲୋଗ୍ରାମ ବର୍ଗରେ ବ୍ରୋଞ୍ଜ୍‌ ପଦକ ଜିତିଛନ୍ତି । ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସର ଛାତ୍ରୀ ଝିଲି ସ୍ନାଚ୍‌ରେ ୬୭ କେ.ଜି, କ୍ଲିନ୍‌ ଆଣ୍ଡ ଜର୍କରେ ୮୯ କେଜି ଏବଂ ଟୋଟାଲରେ ମୋଟ୍‌ ୧୫୬ କେଜି ଭାର ଉଠାଇ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହି ସଫଳତା ପାଇଁ ଝିଲିଙ୍କୁ ସାରା ରାଜ୍ୟରୁ ଶୁଭେଚ୍ଛାର ସୁଅ ଛୁଟିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.