କ୍ରୀଡା

ଆଇପିଏଲ ଫାଇନାଲରେ କୋଲକତା ନାଇଟ ରାଇଡର୍ସ, ସନରାଇଜର୍ସ ହାଇଦ୍ରାବାଦକୁ ୮ ଓ୍ଵିକେଟରେ ହରାଇଲା

ଆଇପିଏଲ-୨୦୨୪ର ପ୍ରଥମ କ୍ୱାଲିଫାୟାରରେ ସନରାଇଜର୍ସ ହାଇଦ୍ରାବାଦକୁ ମାତ୍ ଦେଇ ଫାଇନାଲରେ ପ୍ରବେଶ କରିଛି କୋଲକାତା ନାଇଟ ରାଇଡର୍ସ । ସନରାଇଜର୍ସ ହାଇଦ୍ରାବାଦ ଟିମ୍‌ ପ୍ରଥମେ ବ୍ୟାଟିଂ କରି ୧୫୯ ରନ୍‌ କରିପାରିଥିଲା । ଯାହାକୁ କୋଲକତା ମାତ୍ର ୧୩.୪ ଓଭରରେ ୨ ଓ୍ଵିକେଟ ହରାଇ ୧୬୪ ରନ୍‌ ହାସଲ କରିଥିଲା । ମିଚେଲ ଷ୍ଟାର୍କଙ୍କ ପରେ ଅଧିନାୟକ ଶ୍ରେୟସ ଆୟର ଏବଂ ଭେଙ୍କଟେଶ ଆୟରଙ୍କ ବିସ୍ଫୋରକ ବ୍ୟାଟିଂରେ କୋଲକତା ଫାଇନାଲରେ ଏଣ୍ଟ୍ରି କରିଛି ।

ପ୍ରଥମ କ୍ବାଲିଫାୟାରରେ ହାଇଦ୍ରାବାଦକୁ ୮ ୱିକେଟରେ ପରାସ୍ତ କରି ଲିଗ୍ ଟପ୍ପର କୋଲକାତା ନାଇଟ ରାଇଡର୍ସ ଆଇପିଏଲ୍ ଫାଇନାଲରେ ପ୍ରବେଶ କରିଛି । ଶ୍ରେୟସ ଆୟର ୨୪ ବଲରୁ ୫୮ ରନ୍ ଓ ଭେଙ୍କେଟଶ ଆୟର ୨୮ ବଲରୁ ୫୧ ରନ୍ କରିଥିଲେ । ଦୁଇ ଜଣଙ୍କ ଅର୍ଦ୍ଧଶତକ କାରଣରୁ କେକେଆର ୩୮ ବଲ୍ ପୂର୍ବରୁ ୮ ୱିକେଟରେ ବିଜୟୀ ହୋଇଥିଲା । ସନ ରାଇଜର୍ସ ହାଇଦ୍ରାବାଦ ୧୫୯ ରନ୍ କରିଥିବା ବେଳେ କୋଲକାତା ନାଇଟ୍ ରାଇଡର୍ସ ୧୬୪ ରନ୍ କରି ବିଜୟୀ ହୋଇଥିଲା । ହାଇଦ୍ରାବାଦକୁ ଏବେ ଦ୍ବିତୀୟ କ୍ବାଲିଫାୟର ଖେଳିବାକୁ ହେବ ।

ଆଜି ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ । ଆଜି ମ୍ୟାଚର ବିଜୟୀ ଦଳ ରବିବାର ଖେଳାଯିବାକୁ ଥିବା ଫାଇନାଲରେ କୋଲକାତାକୁ ଭେଟିବ । ଶୁକ୍ରବାର ଦିନ ସନରାଇଜର୍ସ ହାଇଦ୍ରାବାଦ ସହ ଆଜି ମ୍ୟାଚର ପରାଜିତ ଦଳ ଖେଳିବ। ୨୦୨୧ ପରେ KKR ପୁଣି ଥରେ ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି ।

Swagatika

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

14 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

18 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

20 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

26 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

38 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

44 mins ago