ରାଜସ୍ଥାନ ରୟାଲ୍ସକୁ ହରାଇ ପରାଜୟ ଧାରା ଭାଙ୍ଗିଲା କୋଲକାତା । କ୍ରମାଗତ ପଞ୍ଚମ ପରାଜୟ ପରେ ଶେଷରେ ପରାଜୟ ଧାରା ଭାଙ୍ଗିଛି କୋଲକାତା । ରାଜସ୍ଥାନକୁ ୭ ଓ୍ଵିକେଟରେ କୋଲକାତା । ରାଜସ୍ଥାନକୁ ହରାଇ ପ୍ଲେ ଅଫ୍ ଆଶା ଉଜ୍ଜିବୀତ ହୋଇଛି । କେକେଆର ଚତୁର୍ଥ ବିଜୟ ହାସଲ କରିଥିବା ବେଳେ ରାଜସ୍ଥାନ କ୍ରମାଗତ ଦ୍ୱିତୀୟ ପରାଜୟ ।
ପ୍ରଥମେ ବ୍ୟାଟିଂ କରି ସଞ୍ଜୁ ସାମସନଙ୍କ ୫୪ ରନ ଏବଂ ହେଟମାୟରଙ୍କ ଦ୍ରୁତ ୨୭ ରନ ବଳରେ ୫ ଓ୍ଵିକେଟ ହରାଇ ୧୫୨ ରନ କରିଥିଲା । ଜବାବରେ କୋଲକାତା ନୀତିଶ ରାଣାଙ୍କ ଅପରାଜିତ ୪୮ ଓ ରିଙ୍କୁ ସିଂଙ୍କ ଅପରାଜିତ ୪୨ ରନ ବଳରେ ୩ ଓ୍ଵିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା ।
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…