କ୍ରୀଡା

ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ କୋଲକାତା ନାଇଟ୍ ରାଇଡର୍ସ ଆଇପିଏଲ୍ ପ୍ଲେଅଫରେ

ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ କୋଲକାତା ନାଇଟ୍ ରାଇଡର୍ସ ଆଇପିଏଲ୍ ପ୍ଲେଅଫରେ ପହଞ୍ଚିଛି । ଗତକାଲି ମୁମ୍ବାଇକୁ କୋଲକାତା ୧୮ ରନରେ ହରାଇଥିଲା । କୋଲକାତା ୭ ୱିକେଟରେ ୧୫୭ ରନ୍ କରିବା ପରେ ମୁମ୍ବାଇ ୮ ୱିକେଟରେ ୧୩୯ ରନ୍ କରି ପାରିଥିଲା । ବର୍ଷା ଯୋଗୁଁ ଏହି ମ୍ୟାଚକୁ ୨୦ରୁ ୧୬ ଓଭରକୁ କମାଇ ଦିଆଯାଇଥିଲା ।

ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ଆଇପିଏଲରେ ୬୦ଟି ମ୍ୟାଚ୍ ଖେଳା ସରିଛି । ଆଉ ୧୦ଟି ମ୍ୟାଚ୍ ବାକି ଅଛି । କୋଲକାତା ପ୍ଲେଅଫରେ ପହଞ୍ଚି ସାରିଥିବା ବେଳେ ଆଉ ୩ଟି ସ୍ଥାନ ପାଇଁ ୭ଟି ଦଳ ମଧ୍ୟରେ ଟକ୍କର ହେଉଛି । ମୁମ୍ବାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗସ ପ୍ଲେଅଫରୁ ବାଦ ପଡ଼ି ସାରିଛନ୍ତି ।

କୋଲକାତା ୧୬ ପଏଣ୍ଟ ସହ ପ୍ରଥମ, ହାଇଦ୍ରାବାଦ ସନରାଇଜର୍ସ ୧୪ ପଏଣ୍ଟ ସହ ଦ୍ବିତୀୟ ସ୍ଥାନରେ ରହିଛନ୍ତି । ଏହାପରେ ତିନିଟି ଦଳ ସମାନ ୧୨ ପଏଣ୍ଟ ପାଇ ପରବର୍ତ୍ତୀ ସ୍ଥାନରେ ରହିଥିବା ବେଳେ ଦୁଇଟି ଦଳ ୧୦ ପଏଣ୍ଟ ସହ ରହିଛନ୍ତି । କେକେଆର ୧୨ଟି ମ୍ୟାଚ୍ ଖେଳି ୯ଟିରେ ଜିତିଛି ।

Niharanjan

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

20 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

24 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

27 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

32 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

44 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

51 mins ago