କ୍ରୀଡା

ମୁମ୍ବାଇ କ୍ରିକେଟ୍‌ ଆସୋସିଏସନ ଅଧ୍ୟକ୍ଷ ଅମୋଲ କାଲେଙ୍କ ହାର୍ଟ ଆଟାକ୍‌ରେ ନିଧନ, ଷ୍ଟାଡିୟମ୍‌ରେ ବସି ଦେଖୁଥିଲେ ମ୍ୟାଚ୍‌

ଟି-୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ୬ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି । ତେବେ ଏହି ମ୍ୟାଚ୍ ସମୟରେ ଭାରତୀୟ କ୍ରିକେଟ୍ ପାଇଁ ଏକ ଦୁଃଖଦ ଖବର ଆସିଛି ।

ଭାରତ-ପାକିସ୍ତାନ ମ୍ୟାଚ୍ ଦେଖିବା ପାଇଁ ଆମେରିକା ଆସିଥିବା ମୁମ୍ବାଇ କ୍ରିକେଟ୍ ଆସୋସିଏସନ୍ (ଏମସିଏ)ର ଅଧ୍ୟକ୍ଷ ଅମୋଲ କାଲେଙ୍କର ଏଠାରେ ହୃଦଘାତରେ ନିଧନ ହୋଇଛି । ସେ ଷ୍ଟାଡିୟମରେ ବସି ମ୍ୟାଚ୍ ଦେଖୁଥିଲେ । ମ୍ୟାଚ୍ ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡ଼ି ଯାଇଥିଲା ଏବଂ ହାର୍ଟ ଆଟାକ୍‌ରେ ତାଙ୍କର ନିଧନ ଘଟିଥିଲା ।

Roshni

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

4 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

17 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

17 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago