(କେନ୍ୟୁଜ): କନ୍ଧମାଳ ସାଂସଦ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ପାରାଅଲିମ୍ପିକ୍ ବ୍ୟାଡ୍ମିଣ୍ଟନରେ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତ, କ୍ରିଷ୍ଣା ନାଗର, ବ୍ରୋଞ୍ଜ ବିଜେତା ମନୋଜ ସରକାରଙ୍କୁ ଭେଟି ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଟୋକିଓ ପାରାଅଲିମ୍ପିକସରେ ପଦକ ଜିତି ଆଜି ନୂଆଦିଲ୍ଲୀଠାରେ ପହଞ୍ଚିବା ପରେ ଏହି ଖେଳାଳିଙ୍କୁ ଭେଟି ସେମାନଙ୍କ ସହ ଶ୍ରୀ ସାମନ୍ତ ଆଲୋଚନା କରିଥିଲେ ।
ଏଥି ସହିତ ଓଡ଼ିଶାର ଗର୍ବ ଓ ଗୌରବ ଏହି ଖେଳାଳିମାନଙ୍କୁ ଭେଟିବାର ସୁଯୋଗ ମିଳିଥିବାରୁ ମୁଁ ବିଶେଷ ଆନନ୍ଦିତ ବୋଲି ନିଜ ପ୍ରତିକ୍ରିୟା ଶ୍ରୀ ସାମନ୍ତ କହିଛନ୍ତି । ଏହି ଅବସରରେ କ୍ରୀଡ଼ା ଓ କ୍ରୀଡ଼ାବିତ୍ଙ୍କୁ ପ୍ରୋତ୍ସାହିତ କରି ଆସୁଥିବା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡ଼ିଶା ସରକାରଙ୍କୁ ପ୍ରମୋଦ ଭଗତ ଓ ଅନ୍ୟ ଦୁଇ ଖେଳାଳି ଭୂୟସୀ ପ୍ରଶଂସା କରିଥିଲେ ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…