କେନ୍ୟୁଜ୍(ବ୍ୟୁରୋ): ଚେନ୍ନାଇକୁ ୫ ଓ୍ଵିକେଟରେ ହରାଇଲା ମୁମ୍ବାଇ ଇଣ୍ଡିଆନ୍ସ । ଟସ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଚେନ୍ନାଇ । ଦଳ ମାତ୍ର ୧୬ ଓଭର ଖେଳି ୯୭ ରନ କରିପାରିଥିଲା । ଜବାବରେ ମୁମ୍ବାଇ ୧୪.୧ ଓଭରରେ ୫ ଓ୍ଵିକେଟ ହରାଇ ମ୍ୟାଚ ଜିତିନେଇଥିଲା ।
ମୁମ୍ବାଇ ପକ୍ଷରୁ ତିଲକ ବର୍ମା ସର୍ବାଧିକ ୩୪ ରନ କରିଥିଲେ । ରୋହିତ ଶର୍ମା ପୁଣି ବିଫଳ ହୋଇଥିଲେ । ଏହି ପରାଜୟ ସହ ପ୍ଲେ ଅଫରୁ ବାଦ ପଡ଼ିଛି ଚେନ୍ନାଇ ସୁପର କିଙ୍ଗସ । ଏପଟେ ଆଜି ବେଙ୍ଗାଲୁରୁ-ପଞ୍ଜାବ ଟକ୍କର।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…