କ୍ରୀଡା

ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ଧାରା ଜାରି, ୧୨ ରନରେ ହରାଇଲା ପଞ୍ଜାବ କିଙ୍ଗସ୍‌

ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ଧାରା ଜାରି। ବୁଧବାର ଖେଳାଯାଇଥିବା ସିଜନର ୨୩ତମ ମ୍ୟାଚରେ ମୟଙ୍କ ଅଗ୍ରଓ୍ଵାଲଙ୍କ ନେତୃତ୍ୱାଧିନ ପଞ୍ଜାବ କିଙ୍ଗସ୍‌ ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ସିଜିନରେ ମୁମ୍ବାଇରେ ଏହା କ୍ରମାଗତ ୫ମ ପରାଜୟ।

ଦଳ ବର୍ତ୍ତମାନ ସୁଦ୍ଧା ବିଜୟ ସ୍ୱାଦ ଚାଖିପାରିନାହିଁ। ୧୯୯ ରନର କଷ୍ଟସାଧ୍ୟ ଲକ୍ଷ୍ୟକୁ ପିଛା କରି ମୁମ୍ବାଇ ୨୦ ଓଭରରେ ୯ ଓ୍ଵିକେଟ ହରାଇ ୧୮୬ ରନ କରିପାରିଥିଲା। ଡେଓ୍ଵାଲ୍ଡ ବ୍ରେଭିସ ମୁମ୍ବାଇ ପକ୍ଷରୁ ସର୍ବାଧିକ ୪୯ ରନ କରିଥିଲେ। ତେବେ ପଞ୍ଜାବର ଏହା ୫ମ ମ୍ୟାଚରୁ ୩ୟ ବିଜୟ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

58 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago