କ୍ରୀଡା

ଓଡ଼ିଶାରେ ପ୍ରଥମ ଥର : କିଟ୍‌ ଓ କିସ୍‌ରେ ହେବ ଜାତୀୟ ପାରାଆଥଲେଟିକ୍ସ ଚାମ୍ପିଅନ୍‌ସିପ୍‌

ଭୁବନେଶ୍ୱର (କେନ୍ୟୁଜ୍‌) : ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଜାତୀୟ ପାରାଆଥଲେଟିକ୍ ପ୍ରତିଯୋଗିତା। ଆସନ୍ତା ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଭାରତୀୟ ପାରାଅଲିମ୍ପିକ୍ କମିଟିର ଅଧ୍ୟକ୍ଷା ତଥା ଖେଳରତ୍ନ ପଦ୍ମଶ୍ରୀ ଡ. ଦୀପା ମଲ୍ଲିକ ସୂଚନା ଦେଇଛନ୍ତି।

କିଟ୍ ବିଶ୍ୱବିଦ୍ୟାଳୟରେ ୮୧ତମ ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଦୌଡ଼କୁଦ ମହିଳା ଚାମ୍ପିଅନ୍ସିପ୍ ଉଦପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ସୂଚନା ଦେଇଛନ୍ତି ଦୀପା ମଲ୍ଲିକ। ଏହି ପ୍ରତିଯୋଗିତା କିଟ୍ ବିଶ୍ୱବିଦ୍ୟାଳୟ ଓ କଳିଙ୍ଗ ଷ୍ଟାଡିଅମ୍‌୍‌ରେ ଅନୁଷ୍ଠିତ ହେବ। ମାର୍ଚ୍ଚ ୨୭ରୁ ୩୧ ତାରିଖ ଯାଏ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ସମଗ୍ର ଭାରତରୁ ୨ହଜାରରୁ ଊର୍ଦ୍ଧ୍ୱ ପାରାଆଥଲେଟ୍, କୋଚ୍‌ ଓ ଅଫିସିଆଲ୍ ଯୋଗଦେବେ। ଏହି ଅବସରରେ ଦୀପା ଓ ତାଙ୍କର କୋଚ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରାପ୍ତ ଡ. ସତ୍ୟପାଲ୍ ସିଂହ କିଟ୍ ଓ କିସରେ ଥିବା ବିଭିନ୍ନ କ୍ରୀଡ଼ା ଭିତ୍ତିଭୂମି ଓ ଖେଳାଳିଙ୍କ ପାଇଁ ରହିଥିବା ସୁବିଧା ବୁଲି ଦେଖିଥିଲେ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

31 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

33 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

40 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

48 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

49 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago