Below header

କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହେଲା ଜାତୀୟ ପାରା ଆଥଲେଟିକ୍ସ ପ୍ରତିଯୋଗିତା

ଭୁବନେଶ୍ୱର (କେନ୍ୟୁଜ୍‌) : ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ଆଜି ଠାରୁ ଆରମ୍ଭ ହୋଇଛି ୨୦ତମ ଜାତୀୟ ପାରା ଆଥଲେଟିସ ଚାମ୍ପିଅନ୍‌ସିପ୍‌ । ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଏହି ପ୍ରତିଯୋଗିତାର ଉଦଘାଟନ କରାଯାଇଛି । ଏଥିରେ ସାରା ଦେଶରୁ ୧୧୦୦ ପ୍ରତିଯୋଗୀ ଭାଗ ନେଇଛନ୍ତି । ଏହି ପ୍ରତିଯୋଗିତା ମାର୍ଚ୍ଚ ୩୧ପର୍ଯ୍ୟନ୍ତ ଚାଲିବ।
ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ଭିନିଲ କ୍ରିଷ୍ଣା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଭୁବନେଶ୍ୱର ମେୟର ସୁଲୋଚନା ଦାଶ, କ୍ରୀଡ଼ାମନ୍ତ୍ରୀ ତୁଷାର କାନ୍ତି ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ବଲପୁରୀ ନୃତ୍ୟରେ ସମସ୍ତେ ଝୁମି ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.