କ୍ରୀଡା

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ, ୭ ଓ୍ଵିକେଟ୍‌ରେ ଜିତିଲା ନ୍ୟୁଜିଲାଣ୍ଡ

ନ୍ୟୁଜିଲାଣ୍ଡ ବିପକ୍ଷରେ ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ । ନ୍ୟୁଜିଲାଣ୍ଡଠାରୁ ୭ ଓ୍ଵିକେଟ୍‌ରେ ହାରିଲା ଭାରତ । ଏହି ବିଜୟ ସହ ଦୁଇ ଟିକିଆ ସିରିଜ୍‌କୁ ୦-୨ରେ ହାଇଟ୍‌ଓ୍ଵାସ୍‌ କରିଛି ନ୍ୟୁଜିଲାଣ୍ଡ । ପ୍ରଥମ ମ୍ୟାଚ୍‌ରେ ଭାରତ ୧୦ ଓ୍ଵିକେଟ୍‌ରେ ହାରିଥିଲା । ନ୍ୟୁଜିଲାଣ୍ଡ ଗସ୍ତରେ ଯାଇଥିବା ଭାରତ ଟି-୨୦ ସିରିଜ୍‌କୁ ୫-୦ରେ ଜିତିଥିଲା । ଏହା ପରେ ଦିନିକିଆକୁ ୦-୩ ଓ ଟେଷ୍ଟକୁ ୦-୨ରେ ଜିତି ନେଇଛି ଘରୋଇ ଦଳ ।

ଦ୍ୱିତୀୟ ଟେଷ୍ଟରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପ୍ରଥମ ଇନିଂସରେ ୨୪୨ ରନ୍‌ କରିଥିଲା । ଦଳ ପାଇଁ ହନୁମା ବିହାରୀ ସର୍ବାଧିକ ୫୫ ରନ୍‌ କରିଥିଲେ । ଏହାର ଜବାବରେ ଭାରତୀୟ ବୋଲର ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ ୨୩୫ ରନ୍‌ରେ ଅଲଆଉଟ୍‌ କରିଥିଲେ । ଫଳରେ ଭାରତ ୭ ରନ୍‌ରେ ଆଗୁଆ ଥିଲା । ହେଲେ ଦ୍ୱିତୀୟ ଇନିଂସରେ ଭାରତ ମାତ୍ର ୧୨୪ ରନ୍‌ କରି ଅଲଆଉଟ୍‌ ହୋଇଥିଲା । ୧୩୨ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଖେଳିଥିବା ନ୍ୟୁଜିଲାଣ୍ଡ ତିନି ଓ୍ଵିକେଟ୍‌ ହରାଇ ବିଜୟୀ ହୋଇଥିଲା ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

16 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

24 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

41 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago