Categories: କ୍ରୀଡା

ସୁନା ପୁଅ ନୀରଜ ଚୋପ୍ରା

ନୂଆଦିଲ୍ଲୀ : ଜାକର୍ତ୍ତା ଏସୀୟ କ୍ରୀଡ଼ାର ନବମ ଦିନରେ ଭାରତ ପାଇଁ ସେ ଆଣିଛନ୍ତି ଅଷ୍ଟମ ସ୍ୱର୍ଣ୍ଣ ପଦକ । ଜାଭେଲିନ୍‌ ଥ୍ରୋ ଫାଇନାଲ୍‌ରେ ନୀରଜ ଚୋପ୍ରା ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୮୮ ଦଶମିକ ୦୬ ମିଟର ଫିଙ୍ଗି ସେ ଏହି ସଫଳତା ପାଇଛନ୍ତି । ଏହା ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ । ଚୀନ୍‌ ଖେଳାଳି ଲିଉ କିଜେନ୍‌ ରୌପ୍ୟ ପଦକ ପାଇଥିବା ବେଳେ ପାକିସ୍ତାନର ନଦୀମ ଅସଦଙ୍କୁ ମିଳିଛି ବ୍ରୋଞ୍ଜ । ଚଳିତ ଏସାଆଜଡ୍‌ରେ ନୀରଜ ସ୍ୱର୍ଣ୍ଣ ପଦକ ଦାବିଦାର ଥିଲେ ।

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି ନୀରଜ । କୌଣସି ଭାରତୀୟ ଜାଭେଲିନ୍‌ରେ ଏସିଆଡ୍‌ରେ କେବେ ବି ସ୍ୱର୍ଣ୍ଣ ପଦକ ଜିତି ନଥିଲେ । ଗତବର୍ଷ ଭୁବନେଶ୍ୱରରେ ଅନୁଷ୍ଠିତ ଆଥଲେଟିକ୍‌ ଚାମ୍ପିଅନ୍‌ସିପ୍‌ରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ ନୀରଜ ଚୋପ୍ରା ।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

7 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

17 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

28 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

57 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago