କେନ୍ୟୁଜ୍: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଛି । ପରବର୍ତ୍ତୀ ଦୁଇଟି ମ୍ୟାଚ୍ ଲକ୍ଷ୍ନୌ ଓ କୋଲକାତାରେ ଖେଳାଯିବ । କରୋନା ଭାଇରସ୍ ଯୋଗୁ ଏହି ମ୍ୟାଚ୍ ଗୁଡିକରେ ଦର୍ଶକଙ୍କୁ ଷ୍ଟାଡିୟମ୍ ଭିତରକୁ ପ୍ରବେଶ ଅନୁମତି ମିଳିବ ନାହିଁ । ବିନା ଦର୍ଶକରେ ମ୍ୟାଚ୍ ଖେଳାଯିବ । ଗ୍ୟାଲେରୀରେ ତାଲା ପଡ଼ିବ । ସାରା ଦେଶରେ କରୋନା ଆତଙ୍କ ବୃଦ୍ଧି ପାଉଥିବାରୁ ବିସିସିଆଇ ଏପରି ସୂଚନା ଦିଆଯାଇଛି । କରୋନା ପ୍ରତିରୋଧ ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରିବାକୁ ପ୍ରସ୍ତୁତ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…