Categories: କ୍ରୀଡା

ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଓଡ଼ିଆ ସୁଇମର୍‌ ମନ୍ନତା ମିଶ୍ର

କେନ୍ୟୁଜ୍ : ଓଡ଼ିଆ ସୁଇମର୍‌ ମନ୍ନତା ମିଶ୍ର। ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ସପ୍ତମ ଶ୍ରେଣୀର ଛାତ୍ରୀ ମନ୍ନତା ତିନି ଥର ରାଜ୍ୟସ୍ତରୀୟ ସୁଇମର ଚାମ୍ପିୟନ। ଏହାଛଡା ସେ ନ୍ୟାସନାଲ୍‌ ଗ୍ଲେନ୍‌ ମାର୍କ ଜୁନିୟର ଚାମ୍ପୟନସିପରେ ମଧ୍ୟ ଭାଗ ନେଇ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ତୃତୀୟ ଶ୍ରେଣୀରୁ ସୁଇମିଂ କରୁଛନ୍ତି। ପ୍ରଥମ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିଲେ। ତାପରେ ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ଚାଲିଛନ୍ତି। ବହୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକର ସେ ଅଧିକାରିଣୀ ହୋଇଛନ୍ତି। ଦୁଇ ଦିନ ଧରି କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରତିଯୋଗିତାର ୫ଟି ଇଭେଣ୍ଟରେ ପ୍ରଥମ ସ୍ଥାନ ଅଧିକାର କରିବା ସହ ଗ୍ରୁପ ଚାମ୍ପିୟନ ହୋଇଛନ୍ତି ମନ୍ନତା।

KNews Bureau

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାମ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

4 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

5 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

9 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

11 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

16 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

24 mins ago