କ୍ରୀଡା

ବିଶ୍ୱ କ୍ରୀଡ଼ାରେ ପୁଣି ଚମକିବେ କିଟ୍‌ ଛାତ୍ରଛାତ୍ରୀ, ଅଲିମ୍ପିଆନ ଭବାନୀ ଦେବୀ କଲେ ବାଜିମାତ

ବିଶ୍ୱ କ୍ରୀଡ଼ାରେ ପୁଣି ଚମକିବେ କିଟ୍‌ ଛାତ୍ରଛାତ୍ରୀ । ଦିଲ୍ଲୀରେ ଅନୁଷ୍ଠିତ ଅସୀଚାଳନା ପ୍ରତିଯୋଗିତାରେ ଅଲିମ୍ପିଆନ ଭବାନୀ ଦେବୀ ବାଜିମାତ କରିଛନ୍ତି । ଆସନ୍ତା ବିଶ୍ୱ ଚାମ୍ପିଅନସିପ, ଏସିଆନ ଗେମ୍ସ ଓ ଆସିଆନ ଚାମ୍ପିଅନସିପ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ପୂବରୁ ଭବାନୀ ଦେବୀ ଟୋକିଓ ଅଲିମ୍ପକରେ ଭାଗ ନେଇଥିଲେ ।

ପରେ ଇଟାଲୀ ଓ ଫ୍ରାନ୍ସରୁ ପ୍ରଶିକ୍ଷଣ ନେଇଛନ୍ତି । ଲଗାତାର ସହଯୋଗ ପାଇଁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭବାନୀଦେବୀ । ସେହିପରି ଅମ୍ଲାନ ବୋରଗୋହିନ ବେଲଜିୟମରେ ଅନୁଷ୍ଠିତ ଫ୍ଲାଣ୍ଡର୍ସ କପ ଆଥଲେଟ୍ସ ମିଟ୍‌୍‌ର ୧୦୦ ଓ ୨୦୦ ମିଟର ଦୌଡ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।

୧୦ ଦଶମିକ ୭୦ ସେକେଣ୍ଡରେ ୧୦୦ ମିଟର ଅତିକ୍ରମ କରିଥିବା ବେଳେ ୨୦୦ ମିଟରରେ ୨୦ ଦଶମିକ ୯୬ ସେକେଣ୍ଡ ନେଇଥିଲେ ଅମ୍ଲାନ । ସଫଳତା ପାଇଁ ଭବାନୀ ଦେବୀ ଓ ଅମ୍ଳାନଙ୍କୁ ଅଭିନନ୍ଦନ ଜଣାଇଛନ୍ତ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ।

Niharanjan

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

16 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

24 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

40 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago