ଭୁବନେଶ୍ୱର : ନଭେମ୍ବର ପ୍ରଥମ ସପ୍ତାହରେ ଅଲିମ୍ପିକ୍ସ ହକି ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌

କେନ୍ୟୁଜ୍: ନଭେମ୍ବର ପ୍ରଥମ ସପ୍ତାହରେ ଅଲିମ୍ପିକ୍ସ ହକି ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏହି ମ୍ୟାଚ୍‌ ହେବ । ଆନ୍ତର୍ଜାତିକ ହକି ଫେଡେରେସନର ଅଧ୍ୟକ୍ଷ ନରେନ୍ଦ୍ର ବାତ୍ରାଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟି କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ଏହି ମେଗା ଇଭେଣ୍ଟ ବିଷୟରେ ବାତ୍ରା ଆଲୋଚନା କରିଥିଲେ । କ୍ରୀଡ଼ା ସଚିବ ବିଶାଳ ଦେବ ମଧ୍ୟ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.