ପାକିସ୍ତାନ ବନାମ ଦକ୍ଷିଣ ଆଫ୍ରିକା : ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି ପାକ୍

ବିଶ୍ୱକପ୍ ୨୦୧୯ : ପାକିସ୍ତାନ ବନାମ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍ ନମ୍ବର ୩୦ରେ ଟସ୍ ଜିତିଲା ପାକିସ୍ତାନ । ଲଣ୍ଡନର ଲର୍ଡ୍ସ ଷ୍ଟାଡିୟମରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି ପାକିସ୍ତାନ । ଆଜିର ମ୍ୟାଚ୍ ଉଭୟ ଟିମ୍ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ । କାରଣ ଦକ୍ଷିଣ ଆଫ୍ରିକା ପଏଣ୍ଟ ଟେବୁଲରେ ୮ ନମ୍ବର ସ୍ଥାନରେ ରହିଥିବାବେଳେ ପାକିସ୍ତାନ ୯ ନମ୍ବର ସ୍ଥାନରେ ରହିଛି । ତେବେ ଉଭୟ ଦଳକୁ ସେମିଫାଇନାଲ୍ ଟିକେଟ୍ ପାଇଁ କସରତ୍ କରିବାକୁ ପଡ଼ିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.