କ୍ରୀଡା

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କହିଲେ ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କହିଲେ ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝା । ଟିମ୍‌ ଇଣ୍ଡିଆର ଏହି ସ୍ପିନର କ୍ରିକେଟର ସବୁ ଫର୍ମାଟ୍‌ରୁ ଅବସର ନେଇଥିବା ନେଇ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି । ଟ୍ଵିଟର ପେଜ୍‌ରେ ଦୁଇ ପେଜ୍‌ର ପୋଷ୍ଟ କରିଛନ୍ତି ପ୍ରଜ୍ଞାନ । ଏଥିରେ ପୂର୍ବତନ ଅଧିନାୟକ ଓ ସାଥୀ ଖେଳାଳିଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

୨୦୦୮ ମସିହାରେ ବାଂଲାଦେଶ ବିରୋଧରେ ସେ ପ୍ରଥମ ମ୍ୟାଚ୍‌ ଖେଳିଥିଲେ । ୨୦୧୩ ପର୍ଯ୍ୟନ୍ତ ଭାରତୀୟ ଟିମ ପାଇଁ ତିନିଟି ଫର୍ମାଟରେ ପାରଦର୍ଶିତା ଦେଖାଇଥିଲେ । ୨୦୧୩ରେ ସେ ୱେଷ୍ଟଇଣ୍ଡିଜ୍‌ ବିରୋଧରେ ଶେଷ ମ୍ୟାଚ୍‌ ଖେଳିଥିଲେ । ଏହି ମ୍ୟାଚ୍‌ରେ ତାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା । ଏହି ମ୍ୟାଚ୍‌ ସଚିନ୍‌ ତେନ୍ଦୁଲକରଙ୍କ ଶେଷ ମ୍ୟାଚ୍‌ ଥିଲା । ୨୪ଟି ଟେଷ୍ଟରୁ ୧୧୩ଟି ଓ୍ଵିକେଟ୍‌ ନେଇଥିବା ବେଳେ ଦିନିକିଆରେ ୧୮ଟି ମ୍ୟାଚ୍‌ ଖେଳି ୨୧ଟି ଓ୍ଵିକେଟ୍‌ ନେଇଛନ୍ତି ।

KNews Bureau

Recent Posts

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

14 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

16 mins ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

22 mins ago

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

49 mins ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

2 hours ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

2 hours ago