ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାକୁ ଆଉ ରହିଲା ମାତ୍ର ୧୦ଦିନ, ଉଦ୍‌ଘାଟନୀ ଉତ୍ସବକୁ ଚିତ୍ତାକର୍ଷକ କରିବା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି

କେନ୍ୟୁଜ୍(ବ୍ୟୁରୋ): ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାକୁ ଆଉ ରହିଲା ମାତ୍ର ୧୦ଦିନ। ଉଦ୍‌ଘାଟନୀ ଉତ୍ସବକୁ ଚିତ୍ତାକର୍ଷକ କରିବା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ସାଇ, ଜାତୀୟ କ୍ରୀଡା ମହାସଂଘ ଓ ଇଣ୍ଡିଆନ୍‌ ଅଲମ୍ପିକ୍‌ ଆସୋସିଏସନ୍‌ ଆନୁକୂଲ୍ୟରେ ଓଡ଼ିଶାରେ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହେବ। ଫେବୃୟାରୀ ୨୨ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରତିଯୋଗିତା। କଟକ ଓ ଭୁବନେଶ୍ୱରର ୩ଟି ସ୍ଥାନରେ ହେବ ପ୍ରତିଯୋଗିତା। ଅଂଶଗ୍ରହଣ କରିବେ ସାରା ଦେଶର କଲେଜସ୍ତରୀୟ କ୍ରୀଡାବିତ୍‌।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.