ଆଜି ଅପରାହ୍ନ ୪ଟା ୩୦ରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ(କେନ୍ଯୁଜ୍): ଆଜି ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ । ଅପରାହ୍ନ ୪ଟା ୩୦ରେ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଚଳିତବର୍ଷ ୧୨ ଜଣଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ।

ପ୍ରଥମ ଓଡ଼ିଆ ଭାବେ ଖେଳରତ୍ନ ପୁରସ୍କାର ଗ୍ରହଣ କରିବେ ପ୍ରମୋଦ ଭଗତ । ଏହାଛଡା ୩୫ ଜଣଙ୍କୁ ଅର୍ଜୁନ ପୁରସ୍କାର ଦିଆଯିବ । ୫ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଦିଆଯିବ । ସେହିପରି ଜୀବନବ୍ୟାପୀ ସାଧନା ପାଇଁ ୫ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଓ ୫ ଜଣଙ୍କୁ ଧ୍ୟାନଚାନ୍ଦ ପୁରସ୍କାରରେ ସମ୍ମାନିତ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.