ଟୋକିଓ: ଟୋକିଓ ଅଲିମ୍ପିକ୍ସିରେ ପି.ଭି.ସିନ୍ଧୁଙ୍କ କମାଲ । କ୍ୱାର୍ଟର ଫାଇନାଲରେ ପ୍ରବେଶ କଲେ ପି. ଭି ସିନ୍ଧୁ। ପ୍ରି-କ୍ୱାର୍ଟରକୁ ସିଧାସଳଖ ସେଟ୍ରେ ଜିତିଲେ ସିନ୍ଧୁ।
ପ୍ରି-କ୍ୱାର୍ଟରରୁ ୨୧-୧୫, ୨୧-୧୩ ସେଟ୍ରେ ଜିତିଲେ ସିନ୍ଧୁ। ଡେନମାର୍କର ମିଆ ବ୍ଲିଚଫେଲ୍ଡଙ୍କୁ ହରାଇଲେ ସିନ୍ଧୁ। ୪୧ ମିନିଟ୍ରେ ସିନ୍ଧୁ ଏହି ମୁକାବିଲା ନିଜ ନାଁରେ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…
ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…
ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …
ଯଦି ଆପଣ ଚଳଚ୍ଚିତ୍ରରେ 'ସ୍ପାଇଡରମ୍ୟାନ୍' ଦେଖିଥିବେ, ତେବେ ଆପଣ ବୋଧହୁଏ ଜାଣିଥିବେ ଷଷ୍ଠ ଇନ୍ଦ୍ରୀୟ (sixth sence) କ’ଣ କୁହାଯାଏ…