Categories: କ୍ରୀଡା

ଏସିଆନ୍‌ ରଗବୀ ଚାମ୍ପିଅନସିପ୍‌, ଶ୍ରୀଲଙ୍କାକୁ ୨୪-୧୫ ଗୋଲ୍‌ରେ ହରାଇଲା ଭାରତ

ଭୁବନେଶ୍ବର (କେନ୍ଯୁଜ୍) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏସିଆନ୍‌ ରଗବୀ ସେଭେନ୍ସ, ଅଣ୍ଡର ଏଇଟିନ୍‌ ଗାର୍ଲସ ଚାମ୍ପିଅନସିପ୍‌ରେ ଭାରତୀୟ ଦଳର ଦମଦାର ପ୍ରଦର୍ଶନ । ଶ୍ରୀଲଙ୍କାକୁ ୨୪-୧୫ ଗୋଲ୍‌ରେ ହରାଇ ବାଜିମାରିଛି ଭାରତ । ଏଥିସହ ତୃତୀୟ ବିଜୟ ହାସଲ କରିଛି ।

ପୂର୍ବରୁ ଭାରତ, ବାଂଲାଦେଶକୁ ୮୨-୦ରେ ହରାଇଥିଲା । ଭାରତୀୟ ରଗବୀ ଟିମରେ କିସ୍‌ର ୫ ଜଣ ଛାତ୍ରୀ ସାମିଲ ଅଛନ୍ତି । ଏମାନେ ହେଲେ ସୁମିତ୍ରା ନାୟକ, ସୋନୀ ମାଦାଙ୍ଗୀ, ଲିଜା ସରଦାର, ପାର୍ବତୀ କିସ୍କୁ ଏବଂ ଜେମାମଣି ନାୟକ । ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ମ୍ୟାଚ୍‌ ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

10 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

27 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

59 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago