କେନ୍ୟୁଜ୍(ବ୍ୟୁରୋ): ରାହୁଲ ଦ୍ରାବିଡ ଟିମ ଇଣ୍ଡିଆର ମୁଖ୍ୟ କୋଚ୍ । ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍ ହେଲେ ରାହୁଲ ଦ୍ରାବିଡ । ରାହୁଲଙ୍କ ନାମକୁ ଅନୁମୋଦନ ଦେଲେ କ୍ରିକେଟ ପରାମର୍ଶଦାତା କମିଟି। ଏନେଇ BCCI ପକ୍ଷରୁ ସୂଚନା । ଆଗାମୀ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ଦାୟିତ୍ୱ ଗ୍ରହଣ । ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡ ।
ଚଳିତ ଟି-ଟେ୍ଵଣ୍ଟି ବିଶ୍ୱକପ୍ ପରେ ମୁଖ୍ୟ କୋଚ୍ ଭାବରେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ସରୁଛି । ତାପରେ ଦାୟିତ୍ୱ ନେବେ ଇପାରନ୍ତି ଦ୍ରାବିଡ । ୨୦୨୩ ବିଶ୍ୱକପ୍ ଯାଏ ହେଡ୍ କୋଚ୍ ପଦରେ ରହିବେ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…