କ୍ରୀଡା

ରାଜସ୍ଥାନର ଦ୍ବିତୀୟ ବିଜୟ: ୧୮୫ ରନ୍ ର ପିଛା କରି ୧୨ ରନ୍ ରେ ହାରିଲା ଦିଲ୍ଲୀ

(କେନ୍ୟୁଜ): ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରାଜସ୍ଥାନ ରୟାଲ୍ସ ବିଜୟୀ ।  ଆଇପିଏଲର ୯ମ ଲିଗ୍ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୧୨ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି ।  ରିଆନ ପରାଗଙ୍କ ଧୂଆଁଧାର ଅର୍ଦ୍ଧଶତକ ବଳରେ ବିଜୟୀ ହୋଇଛି ରାଜସ୍ଥାନ ରୟାଲ୍ସ ।  ୪୫ଟି ବଲରୁ ୭ଟି ଚୌକା ଓ ୬ଟି ଚୌକା ସହାୟତାରେ ଅପରାଜିତ ୮୪ ରନ କରିଥିବା ରିଆନ ପରାଗ ମ୍ୟାଚର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି ।

ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୫ ୱିକେଟରେ ୧୮୫ ରନ କରିଥିଲା । ଜବାବରେ ଦିଲ୍ଲୀ ୨୦ ଓଭରରେ ୫ ୱିକେଟ ବିନିମୟରେ ୧୭୩ ରନ କରିଥିଲା । ବିଜୟୀ ରାଜସ୍ଥାନ ପକ୍ଷରୁ ନାନ୍ଦ୍ରେ ବର୍ଜର ଓ ଯୁଜବେନ୍ଦ୍ର ଚହଲ ୨ଟି ଲେଖାଏ ୱିକେଟ ଅକ୍ତିଆର କରିଥିଲେ ।  ଆଜିର ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ ଓ କୋଲାକାତା ନାଇଟ ରାଇଡର୍ସ ।

Barsha

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

2 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

34 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

37 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

43 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

52 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

52 mins ago