ଋଷଭ ପନ୍ତ ଅପରାଜିତ ୮୯ ରନ୍ କରି ଅଷ୍ଟ୍ରେଲିଆ ବିପକ୍ଷରେ ଭାରତକୁ ଜିତାଇ ଦେଲେ । ତାଙ୍କୁ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ମିଳିଛି । ଏହି ଐତିହାସିକ ସିରିଜ୍ ବିଜୟ ପରେ ଟିମ୍ ଇଣ୍ଡିଆ ପାଇଁ ୫ କୋଟି ଟଙ୍କାର ବୋନସ୍ ଘୋଷଣା କରିଛି ବିସିସିଆଇ ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…