କ୍ରୀଡା

ରାଜସ୍ଥାନ ରୟାଲ୍ସକୁ ୮ ୱିକେଟରେ ହରାଇ କୋହଲିଙ୍କ ରୟାଲ ଚ୍ୟାଲଞ୍ଜର୍ସ ବାଙ୍ଗାଲୋର ହେଲା ବିଜୟୀ

କେନ୍ୟୁଜ୍(ବ୍ୟୁରୋ):  ଆଇପିଏଲର ଆଜି ଦୁଇ ରୟାଲ୍ସଙ୍କ ଭିତରେ ଲଢେଇ ଥିଲା। ଏଥିରେ  କୋହଲିଙ୍କ ରୟାଲ ଚ୍ୟାଲଞ୍ଜର୍ସ ବାଙ୍ଗାଲୋର ୮ ୱିକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ବିଜୟୀ ହୋଇଛି। ୧୫୫ ରନର ଟାର୍ଗେଟ ନେଇ ଖେଳିଥିଲା ବାଙ୍ଗାଲୋର। ଓପନର ଦେବଦତ୍ତ ପଡ଼ିକାଲ ୬୬ ରନ ଓ ଅଧିନାୟକ କୋହଲି ୭୨ ରନ କରିବା ଯୋଗୁଁ ତାଙ୍କ ଦଳ ୧୯.୧ ଓଭରରେ ୧୫୮ ରନ କରି ବିଜୟ ହାସଲ  କରିଥିଲା। ଏହି ମ୍ୟାଚରୁ ମିଳିଥିବା ଦୁଇ ପଏଣ୍ଟ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କୋହଲି କହିଛନ୍ତି ।

ପ୍ରଥମେ ରାଜସ୍ଥାନ ଟସ୍‌ ଜିତିବା ପରେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଏହି ମ୍ୟାଚରେ ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୧୫୪ ରନ ସଂଗ୍ରହ କରିଥିଲା। ଫଳରେ ଜିତିବାକୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଗରେ ୧୫୫ ରନର ବିଜୟ ଲକ୍ଷ୍ୟ ରହିଥିଲା ।

KNews Bureau

Recent Posts

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

1 hour ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

1 hour ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

3 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

4 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

4 hours ago

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

4 hours ago