Below header

କରୋନା ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି ହେଲେ ସଚିନ୍‌ ତେନ୍ଦୁଲକର

ମୁମ୍ବାଇ: ସଚିନ୍‌ ତେନ୍ଦୁଲକର ମେଡିକାଲରେ ଭର୍ତ୍ତି । କରୋନା ଚିକିତ୍ସା ପାଇଁ ସେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ଟ୍ଵିଟ୍‌ କରି ନିଜେ ସଚିନ୍‌ ତେନ୍ଦୁଲକର ସୂଚନା ଦେଇଛନ୍ତି ।

କିଛି ଦିନ ମଧ୍ୟରେ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି କହିଛନ୍ତି ସଚିନ୍‌ । ଡାକ୍ତରଙ୍କ ପରାମର୍ଶରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କହିଛନ୍ତି । ମାର୍ଚ୍ଚ ୨୭ ତାରିଖରେ ସେ କରୋନା ସଂକ୍ରମିତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.