Categories: କ୍ରୀଡା

କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ରୀଙ୍କ ସଫଳତା, ଫିଡେ ମାଷ୍ଟର ସାଇନା ସାଲୋନିକାଙ୍କୁ ରୌପ୍ୟ ପଦକ

କେନ୍ୟୁଜ୍: ଫିଡେ ମାଷ୍ଟର ସାଇନା ସାଲୋନିକାଙ୍କୁ ରୌପ୍ୟ ପଦକ । କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ରୀ ସାଇନାଙ୍କୁ ଏହି ସଫଳତା ମିଳିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ୧୬ବର୍ଷରୁ କମ୍‌ ପଶ୍ଚିମ ଏସିଆ ବାଳିକା ଯୁବ ଚେସ୍‌ ଚାମ୍ପିଅନସିପରେ ତାଙ୍କୁ ଏହି ସଫଳତା ମିଳିଛି । ଏହା ହେଉଛି ସାଇନାଙ୍କ ୧୬ ତମ ଅନ୍ତର୍ଜାତୀୟ ମେଡାଲ । ଏହି ସଫଳତା ପରେ ସାଇନାଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ କଳିଙ୍ଗ ଟିଭି ଦିଲ୍ଲୀ ବ୍ୟୁରୋ ଚିଫ ଆଶୁତାଷ ରାଉତ ।

KNews Bureau

Recent Posts

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

28 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

29 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

1 hour ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

2 hours ago