ନୂଆଦିଲ୍ଲୀ: ବଢ଼ିବାରେ ଲାଗିଛି ବାଂଲାଦେଶର ଅଧିନାୟକ ସାକିବ୍ ଅଲ୍ ହାସନ୍ଙ୍କ ଅଡୁଆ । ଆଇସିସି ସାକିବ୍ ଅଲ୍ ହାସନ୍ ଓ ସନ୍ଦିଗ୍ଧ ଭାରତୀୟ ଦଲାଲ ଦୀପକ ଅଗ୍ରୱାଲଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତାର ହ୍ଵାଟ୍ସଆପ ଚାଟକୁ ଜାରି କରିଛି । ଜାନୁୟାରୀ ୨୦୧୮ ମସିହାରେ ବାଂଲାଦେଶ, ଶ୍ରୀଲଙ୍କା ଓ ଜିମ୍ବାୱେ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ହ୍ଵାଟ୍ସଆପରେ ଦୀପକଙ୍କ ସହ ସାକିବ ଚାଟିଙ୍ଗ କରିଥିଲେ । ଯାହାକୁ ନେଇ ସେ ଆଇସିସି ଆଣ୍ଟି କରପସନ ୟୁନିଟକୁ ଜଣାଇନଥିଲେ ।
ଏହାସହ ପଢନ୍ତୁ:
ନେପାଳୀ ପର୍ବତାରୋହୀ ନିର୍ମଳ ପୁର୍ଜାଙ୍କ ରେକର୍ଡ, ମାତ୍ର ଛଅ ମାସରେ ଚଢିଲେ ବିଶ୍ୱର ୧୪ଟି ଉଚ୍ଚ ଶୃଙ୍ଗ
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…