Categories: କ୍ରୀଡା

ପିଭି ସିନ୍ଧୁ ରଚିଲେ ଇତିହାସ, ବିଶ୍ୱ ବ୍ୟାଡ୍‌ମିଣ୍ଟନରେ ସ୍ୱର୍ଣ୍ଣପଦକ ଜିତିବାରେ ପ୍ରଥମ ଭାରତୀୟ ଖେଳାଳି

ଇତିହାସ ରଚିଲେ ବ୍ୟାଡ୍‌ମିଣ୍ଟନ୍‌ ତାରକା ପି.ଭି.ସିନ୍ଧୁ । ବିଶ୍ୱ ବ୍ୟାଡ୍‌ମିଣ୍ଟନ୍‌ ଚାମ୍ପିଅନ୍‌ସିପ ଫାଇନାଲରେ ବିଜୟୀ ହୋଇ ଭାରତର ଶ୍ରେଷ୍ଠ ଖେଳାଳି ସିନ୍ଧୁ ଜିତିଛନ୍ତି ସ୍ୱର୍ଣ୍ଣ ପଦକ । ସ୍ୱିଜରଲାଣ୍ଡର ବାସେଲ ଠାରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ସିନ୍ଧୁ ଜାପାନର ନୋଜମି ଓକୁହାରାଙ୍କୁ ହରାଇ ଚାମ୍ପିଅନ୍‌ ହୋଇଛନ୍ତି । ଓକୁହାରାଙ୍କୁ ସେ ୨୧-୭, ୨୧-୭ରେ ମାତ୍‌ ଦେଇଛନ୍ତି । ବିଶ୍ୱ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ହାସଲ କରିବାରେ ସିନ୍ଧୁ ହେଉଛନ୍ତି ପ୍ରଥମ ଭାରତୀୟ । ଗତ ୨ଟି ଚାମ୍ପିଅନ୍‌ସିପରେ ସିନ୍ଧୁଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago