Below header

ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା

ଆଇସିସି କ୍ରିକେଟ ବିଶ୍ୱକପ ୨୦୧୯ର ୩୫ ତମ ମ୍ୟାଚ ଆଜି ଦକ୍ଷିଣ ଆଫ୍ରିକା ଓ ଶ୍ରୀଲଙ୍କା ମଧ୍ୟରେ ହେବ। ଚେଷ୍ଟର-ଲି-ଷ୍ଟ୍ରିଟର ରିଭର୍ ସାଇଡ୍ ଗ୍ରାଉଣ୍ଡରେ ଏହି ମ୍ୟାଚ୍ ଖେଳାଯିବ। ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା । ଉଭୟ ଦଳ ପାଇଁ ଏହି ମ୍ୟାଚ୍ ବହୁତ ଗୁରୁତ୍ବପୂର୍ଣ୍ଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.