କ୍ରୀଡା

ଶ୍ରୀଲଙ୍କାକୁ ୨୭୫ ରନରେ ରୋକିଲା ଟିମ୍ ଇଣ୍ଡିଆ, ଶ୍ରୀଲଙ୍କା ୨୭୫/୯

ଆଜି ପ୍ରେମାଦାସା ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି ଭାରତ-ଶ୍ରୀଲଙ୍କା। ଦିନିକିଆ ସିରିଜର ଦ୍ବିତୀୟ ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ପ୍ରଥମେ ଟସ୍‌ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ପ୍ରଥମରୁ ଶ୍ରୀଲଙ୍କାର କୌଣସି ଉଇକେଟ ପଡିନଥିବା ବେଳେ ଚହଲ ଇଣ୍ଡିଆକୁ ପ୍ରଥମ ବ୍ରେକଥ୍ରୁ ଦେଇଥିଲେ। ପ୍ରଥମରୁ ଚହଲ ମିନୋଦ ଭାନୁକା(୩୬) ଓ ଭାନୁକା ରାଜାପାକ୍ସା (୦)ୱିକେଟ ନେଇଥିଲେ। ଏହାଛଡା ଚହଲ ଡାସୁନ ଶଣକାଙ୍କଙ୍କୁ ୧୬ ରନରେ ବୋଲ୍ଡ କରିଥିଲେ।

ତା’ ପରେ ଭୁବନେଶ୍ବର କୁମାର ଅଭିଷ୍କା ଫର୍ଣ୍ଣାଣ୍ଡୋ(୫୦), ଚରିଥ ଆସାଲାଙ୍କା(୬୫) ଉଇକେଟ ନେଇଥିବା ବେଳେ ଚହର ଧନଞ୍ଜୟ ଡିସିଲଭା(୩୨), ୱାନିଣ୍ଡୁ ହାସାରାଙ୍ଗାଳ(୮) ଉଇକେଟ ନେଇଥିଲେ। ଲକସନ ସନ୍ଦକନଙ୍କୁ ୦ ରନରେ ଇଶାନ କିଷନ ରନଆଉଟ କରିଥିବାବେଳେ ଦୁଷ୍ମନ୍ତ ଚାମିରାଙ୍କୁ ୨ ରନରେ ଭୁବନେଶ୍ବର କୁମାର ଆଉଟ କରିଥିଲେ।

Swagatika

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

7 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

22 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

32 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

43 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago