Categories: କ୍ରୀଡା

କଟକ ରିଜର୍ଭ ପୋଲିସ ପଡିଆରେ ରାଜ୍ୟ ପୋଲିସ କ୍ରୀଡ଼ା ପ୍ରତିଯୋଗିତା

ଉଦଘାଟିତ ହୋଇଛି ୭୨ତମ ରାଜ୍ୟ ପୋଲିସ କ୍ରୀଡ଼ା ପ୍ରତିଯୋଗିତା । କଟକ ବକ୍ସିବଜାର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଉଦଘାଟନ କରିଛନ୍ତି ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି । ରାଜ୍ୟର ୩୦ଜିଲ୍ଲାରୁ ୧୯ଟି ବାଟାଲିୟନ୍‌ , ରେଲୱେ୍‌ ଓ ପୋଲିସ ଓ୍ଵାୟାରଲେସ୍‌ ବିଭାଗରୁ ୯୪୯ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି । ୭୮୨ଜଣ ପୁରୁଷ ଭାଗ ନେଇଥିବା ବେଳେ ୧୬୭ ଜଣ ମହିଳା ଅଂଶଗ୍ରହଣକାରୀ ଅଛନ୍ତି। ଉଦଘାଟନୀ ଦିବସରେ ହାଇଜମ୍ପ୍‌, ଟ୍ରିପଲ ଜମ୍ପ, ଜାଭେଲିନ୍‌ ଥ୍ରୋ ଆଦି ବିଭିନ୍ନ ପ୍ରତିଯୋଗିତା ହୋଇଛି। ଆସନ୍ତା ୭ ତାରିଖରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ ।

 

 

KNews Bureau

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

4 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

11 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

19 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

21 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

29 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

54 mins ago